Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:3 - ପବିତ୍ର ବାଇବଲ

3 ଏହି ସ୍ତମ୍ଭମାନଙ୍କର ଉପରିସ୍ଥ ପଞ୍ଚଗ୍ଭଳିଶ କଡ଼ି ଉପରେ ଏରସ କାଠର ଛାତ କଲେ, ପ୍ରତି ଧାଡ଼ିରେ ପନ୍ଦରଟି ଲେଖାଏଁ କଡ଼ି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।

Gade chapit la Kopi

ଓଡିଆ ବାଇବେଲ

3 ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।

Gade chapit la Kopi




1 ରାଜାବଳୀ 7:3
3 Referans Kwoze  

ଶଲୋମନ ମନ୍ଦିରର ମୂଖ୍ୟ ପାର୍ଶ୍ୱରେ ଏକ ଧାଡ଼ିରେ କୋଠରୀ ନିର୍ମାଣ କଲେ। ଏହି କୋଠରୀଗୁଡ଼ିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସେହି ଧାଡ଼ିର କୋଠରୀଗୁଡ଼ିକ ତିନି ମହଲା ଉଚ୍ଚ ଥିଲା।


ସେ ମଧ୍ୟ ଏକ ଗୃହ ନିର୍ମାଣ କଲେ ତାହା “ଲିବାନୋ‌ନ୍‌ର ଅରଣ୍ୟ-ଗୃହ” ନାମରେ ନାମିତ ହେଲା। ଏହାର ଦୈର୍ଘ୍ୟ ଶହେ ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଓ ଉଚ୍ଚତା ତିରିଶ୍ ହାତ ଥିଲା। ଏହାର ଗ୍ଭରିଧାଡ଼ି ଏରସ କାଠର ସ୍ତମ୍ଭ ଉପରେ ଏରସ କାଠର କଡ଼ି ଦେଇ ତାହା ନିର୍ମାଣ କଲେ।


ପ୍ରତ୍ୟେକ ପାର୍ଶ୍ୱ କାନ୍ଥରେ ତିନି ଧାଡ଼ି ଝରକା ଥିଲା ଓ ପରସ୍ପର ସେଗୁଡ଼ିକ ସମ୍ମୁଖାସମ୍ମୁଖୀ ଥିଲେ।


Swiv nou:

Piblisite


Piblisite