Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 7:4 - ପବିତ୍ର ବାଇବଲ

4 ପ୍ରତ୍ୟେକ ପାର୍ଶ୍ୱ କାନ୍ଥରେ ତିନି ଧାଡ଼ି ଝରକା ଥିଲା ଓ ପରସ୍ପର ସେଗୁଡ଼ିକ ସମ୍ମୁଖାସମ୍ମୁଖୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।

Gade chapit la Kopi




1 ରାଜାବଳୀ 7:4
11 Referans Kwoze  

ବାରଣ୍ଡାର ପାର୍ଶ୍ୱରେ ଏ ପାଖରେ ଓ ସେ ପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା। ଆଉ ମନ୍ଦିରସ୍ଥ ପାର୍ଶ୍ୱ କୋଠରୀ ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।


ତହିଁର କୋଠରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକୁ ସମାନ ମାପ ବିଶିଷ୍ଟ ଥିଲା। ଆଉ ତାହାର ଗ୍ଭରିଆଡ଼େ ଜଳାକବାଟି ଥିଲା। ଫାଟକର ଦୈର୍ଘ୍ୟ ପଗ୍ଭଶ୍ ହାତ ଓ ପ୍ରସ୍ଥ ପଚିଶ୍ ହାତ ଥିଲା।


ତା'ର କୋଠରୀଗୁଡ଼ିକ, କାନ୍ଥଗୁଡ଼ିକ ଏବଂ ସ୍ତମ୍ଭଗୁଡ଼ିକର ମଧ୍ୟ ସେହି ପରିମାଣ ଅନୁସାରେ ମାପିଲେ। ତହିଁର ଫାଟକ ଓ ପ୍ରାଙ୍ଗଣର ଗ୍ଭରିଆଡ଼େ ଜଳାକବାଟି ଥିଲା। ତାହା ପଗ୍ଭଶ୍ ହାତ ଲମ୍ବ ଓ ପଚିଶ୍ ହାତ ପ୍ରସ୍ଥ ଥିଲା।


କୋଠରୀ, ଉପସ୍ତମ୍ଭ ଓ ମଣ୍ଡପଗୁଡ଼ିକ ମଧ୍ୟ ସମାନ ମାପ ବିଶିଷ୍ଟ ଥିଲା। ଆଉ ମଣ୍ଡପ ଓ ତାହାର ପ୍ରାଙ୍ଗଣର ଗ୍ଭରିଆଡ଼େ ଜଳାକବାଟି ଥିଲା। ଆଉ ତାହା ପଗ୍ଭଶ୍ ହାତ ଦୈର୍ଘ୍ୟ ଓ ପଚିଶ୍ ହାତ ପ୍ରସ୍ଥ ଥିଲା।


ପୁଣି ସେ ଦ୍ୱାରରେ ଓ ତାହାର ମଣ୍ଡପ ସକଳର ଗ୍ଭରିଆଡ଼େ ପୂର୍ବୋକ୍ତ ଫାଟକ ପରି ଜଳାକବାଟି ଥିଲା। ଏହାର ଦୈର୍ଘ୍ୟ ପଗ୍ଭଶ୍ ହାତ ଓ ପ୍ରସ୍ଥ ପଚିଶ୍ ହାତ ଥିଲା।


ଏବଂ ତାହାର ଜଳାକବାଟି, ମଣ୍ଡପ ଓ ଖୋଦିତ ଖର୍ଜ୍ଜୁର ବୃକ୍ଷର ମାପ ପୂର୍ବାଭିମୁଖ ଦ୍ୱାରର ମାପ ଅନୁସାରେ ଥିଲା। ସାତୋଟି ପାହାଚ ଫାଟକ ଆଡ଼କୁ ଯାଇଥିଲା ଏବଂ ଏହାର ପ୍ରାଙ୍ଗଣ ଶେଷ ଫାଟକର ଭିତର ପାଖରେ ଥିଲା।


ପ୍ରତି ଦ୍ୱାର କୋଠରୀର ଓ ଉପସ୍ତମ୍ଭ ଗୁଡ଼ିକର ଭିତରେ ଗ୍ଭରିଆଡ଼େ ଜଳାକବାଟି ଥିଲା। ଆଉ ମଣ୍ଡପଗୁଡ଼ିକରେ ମଧ୍ୟ ସେହିପରି ଥିଲା। ଆଉ ଜଳାକବାଟିସବୁ ଭିତର ଆଡ଼କୁ ମୁହଁ ଥିଲା ଫାଟକ ଦ୍ୱାରର ପ୍ରତ୍ୟେକ ପାର୍ଶ୍ୱର କାନ୍ଥରେ ଖର୍ଜ୍ଜୁର ବୃକ୍ଷର ଆକୃତି ଖୋଦିତ ହୋଇଥିଲା।


ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭ ସ୍ତମ୍ଭର ଚୂଡ଼ା, ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାର ସକଳ ଓ ମନୋରମ ପ୍ରସ୍ତରରେ ତୁମ୍ଭ ସମଗ୍ର ସୀମା ପ୍ରାଚୀର ନିର୍ମାଣ କରିବା।


ପ୍ରତ୍ୟେକର ଶେଷରେ ତିନୋଟି କବାଟ ଥିଲା। ସବୁ କବାଟ ଖୋଲା ଥିଲା ଓ ତା'ର ଦ୍ୱାରବନ୍ଧ ବର୍ଗାକାର ଥିଲା।


ମନ୍ଦିରର ଝରକାଗୁଡ଼ିକ ସଂକୀର୍ଣ୍ଣ ଥିଲା। ଏ ଗୁଡ଼ିକ ବାହାରକୁ ସଂକୀର୍ଣ୍ଣ ଓ ଭିତରକୁ ପ୍ରଶସ୍ତ ଥିଲା ଓ ଏଥିରେ ଜାଲିକାମ ହୋଇଥିଲା।


ଏହି ସ୍ତମ୍ଭମାନଙ୍କର ଉପରିସ୍ଥ ପଞ୍ଚଗ୍ଭଳିଶ କଡ଼ି ଉପରେ ଏରସ କାଠର ଛାତ କଲେ, ପ୍ରତି ଧାଡ଼ିରେ ପନ୍ଦରଟି ଲେଖାଏଁ କଡ଼ି ଥିଲା।


Swiv nou:

Piblisite


Piblisite