1 ରାଜାବଳୀ 8:3 - ପବିତ୍ର ବାଇବଲ3 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହେବାପରେ ଯାଜକମାନେ ଓ ଲେବୀୟମାନେ ନିୟମ-ସିନ୍ଦୁକକୁ ଉଠାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ। Gade chapit laଓଡିଆ ବାଇବେଲ3 ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ। Gade chapit la |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।