Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 8:4 - ପବିତ୍ର ବାଇବଲ

4 ସେମାନେ ସଦାପ୍ରଭୁଙ୍କ ଯୁକ୍ତି ପବିତ୍ର ସିନ୍ଦୁକ ସହିତ ସମାଗମ-ତମ୍ବୁ ଏବଂ ସମସ୍ତ ପବିତ୍ର ପାତ୍ରଗୁଡ଼ିକ ଏବଂ ତାଟିଆଗୁଡ଼ିକ ସମାଗମ-ତମ୍ବୁ ଭିତରକୁ ବହନ କରି ନେଲେ। ଏହିସବୁ ବହିଆଣିବାରେ ଯାଜକମାନଙ୍କୁ ଲେବୀୟମାନେ ସାହାଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ଵୁ ଓ ତମ୍ଵୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।

Gade chapit la Kopi




1 ରାଜାବଳୀ 8:4
5 Referans Kwoze  

ଏହା ପରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ସମାଜ ଗିବିୟୋନର ପର୍ବତ ଶିଖସ୍ଥ ପୂଜାସ୍ଥଳକୁ ଗଲେ। ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା। ଯେତେବେଳେ ସେମାନେ ମରୁ ପ୍ରାନ୍ତରରେ ଥିଲେ ସଦାପ୍ରଭୁଙ୍କ ଦାସ ମୋଶା ସେହି ତମ୍ବୁ ନିର୍ମାଣ କରିଥିଲେ।


ଶଲୋମନ ବଳିଦାନ ନିମନ୍ତେ ଗିବିୟୋନକୁ ଗଲେ, କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା। ସେ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।


ନିୟମ-ସିନ୍ଦୁକ ସଦାପ୍ରଭୁଙ୍କ ଗୃହର ତମ୍ବୁ ମଧ୍ୟରେ ରଖାଯିବା ପରେ ଦାଉଦ ଏହି ବ୍ୟକ୍ତିମାନଙ୍କୁ ବାଦ୍ୟକାରୀ ରୂପେ ମନୋନୀତ କଲେ।


ତା'ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ।


Swiv nou:

Piblisite


Piblisite