୧ ପିତର 1:1 - ପବିତ୍ର ବାଇବଲ1 ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳରେ ସର୍ବତ୍ର ଛିନ୍ନଭିନ୍ନ ହୋଇଥିବା ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, Gade chapit laଓଡିଆ ବାଇବେଲ1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, Gade chapit laପବିତ୍ର ବାଇବଲ (CL) NT (BSI)1 ଛନ୍ନଭିନ୍ନ ହୋଇ ପନ୍ତ, ଗାଲାତୀୟା, କାପାଦକିଆ, ଏସିଆ ଓ ବିଥୁନିଆ ପ୍ରଦେଶଗୁଡ଼ିକରେ ପ୍ରବାସୀ ରୂପେ ରହିଥିବା ଈଶ୍ୱରଙ୍କ ମନେ।ନୀତ ଲୋକମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପିତରଙ୍କର ପତ୍ର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, Gade chapit la |
ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।