୧ ପିତର 1:15 - ପବିତ୍ର ବାଇବଲ15 ନିଜେ କରୁଥିବା ସମସ୍ତ କାମରେ, ପରମେଶ୍ୱର ଯେପରି ପବିତ୍ର, ସେହିପରି ପବିତ୍ର ହୁଅ। ପରମେଶ୍ୱର ହିଁ ତୁମ୍ଭକୁ ଆହ୍ୱାନ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ମାତ୍ର ତୁମ୍ଭମାନଙ୍କର ଆହ୍ଵାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ। Gade chapit laଓଡିଆ ବାଇବେଲ15 ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)15 କିନ୍ତୁ ତୁମ ଆହ୍ୱାନକାରୀ ଈଶ୍ୱର ଯେପରି ପବିତ୍ର, ତୁମ୍ଭେମାନେ ନିଜ ନିଜ ଆଚରଣରେ ସେପରି ପବିତ୍ର ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ। Gade chapit la |
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।