୧ ପିତର 1:20 - ପବିତ୍ର ବାଇବଲ20 ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; Gade chapit laଓଡିଆ ବାଇବେଲ20 ସେ ଜଗତର ପତ୍ତନ ପୂର୍ବରୁ ନିରୁପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)20 ସେ ଜଗତର ସୃଷ୍ଟି ପୂର୍ବରୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହୋଇଥିଲେ ଏବଂ ତୁମ୍ଭମାନଙ୍କ ନିମନ୍ତେ ଏହି ଅନ୍ତିମ କାଳରେ ପ୍ରକାଶିତ ହୋଇଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି; Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।