୧ ପିତର 1:22 - ପବିତ୍ର ବାଇବଲ22 ଏବେ, ସତ୍ୟ ପାଳନ ଦ୍ୱାରା ତୁମ୍ଭେମାନେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ୟ ପ୍ରେମ ଦେଖାଇ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ରେମ କର। Gade chapit laପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର ; Gade chapit laଓଡିଆ ବାଇବେଲ22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; Gade chapit laପବିତ୍ର ବାଇବଲ (CL) NT (BSI)22 ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।