୧ ପିତର 3:15 - ପବିତ୍ର ବାଇବଲ15 କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟରେ କେହି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ। Gade chapit laପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ଵନ୍ଧରେ ଯେକେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, Gade chapit laଓଡିଆ ବାଇବେଲ15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, Gade chapit laପବିତ୍ର ବାଇବଲ (CL) NT (BSI)15 ଆନ୍ତରିକ ଭାବରେ ଖ୍ରୀଷ୍ଟଙ୍କୁ ଭକ୍ତି କରି, ତାଙ୍କୁ ପ୍ରଭୁ ବୋଲି ମାନ୍ୟ କର। ଯଦି କେହି ତୁମ ଅନ୍ତର୍ନିହିତ ଭରସାର କାରଣ କଅଣ ବୋଲି ଜିଜ୍ଞାସା କରେ, ତା’ ପ୍ରଶ୍ନର ଯଥୋଚିତ ଉତ୍ତର ଦେବାକୁ ସବର୍ଦା ପ୍ରସ୍ଥୁତ ଥାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ, Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।