୧ ପିତର 4:2 - ପବିତ୍ର ବାଇବଲ2 ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛାରେ, ମନ୍ଦକାର୍ଯ୍ୟ କରି ଜୀବନଯାପନ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର। Gade chapit laଓଡିଆ ବାଇବେଲ2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ୱରଙ୍କ ଇଚ୍ଛାନୁସାରେ କ୍ଷେପଣ କର । Gade chapit laପବିତ୍ର ବାଇବଲ (CL) NT (BSI)2 ତୁମ୍ଭେମାନେ ବର୍ତ୍ତମାନଠାରୁ ଜୀବନର ଅବଶିଷ୍ଟ କାଳ ଭିତରେ ଶାରୀରିକ ଅଭିଲାଷର ବଶବର୍ତ୍ତୀ ନ ହୋଇ ଈଶ୍ୱରଙ୍କ ଇଚ୍ଛାଧୀନ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। Gade chapit la |
ମାଲିକ ଉପସ୍ଥିତ ଥିଲାବେଳେ ତୁମ୍ଭେ ସେମାନଙ୍କୁ ଖୁସୀ କରିବା ପାଇଁ କେବଳ ଆଜ୍ଞା ପାଳନ କଲେ ହେବ ନାହିଁ, ମାତ୍ର ତାହାଠାରୁ ଆହୁରି ଅଧିକ କାର୍ଯ୍ୟ ବିଶ୍ୱସ୍ତ ଭାବରେ ସବୁ ସମୟରେ କରିବାକୁ ହେବ। ତୁମ୍ଭେ ଯେପରି ଖ୍ରୀଷ୍ଟଙ୍କର ବାଧ୍ୟ ହୋଇଛ, ଠିକ୍ ସେହିପରି ନିଜ ମାଲିକମାନଙ୍କର ମଧ୍ୟ ବାଧ୍ୟ ହେବ। ସମ୍ପୂର୍ଣ୍ଣ ହୃଦୟର ସହିତ ଯାହା ପରମେଶ୍ୱର ଗ୍ଭହାନ୍ତି, ତୁମ୍ଭେ ତାହା କରିବ।
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;