୧ ପିତର 5:8 - ପବିତ୍ର ବାଇବଲ8 ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; Gade chapit laଓଡିଆ ବାଇବେଲ8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; Gade chapit laପବିତ୍ର ବାଇବଲ (CL) NT (BSI)8 ସତର୍କ ହୁଅ, ସଜାଗ ରୁହ। ତୁମ୍ଭମାନଙ୍କର ଶତ୍ରୁ ଶୟତାନ ଗର୍ଜନକାରୀ ସିଂହ ତୁଲ୍ୟ କାହାକୁ ଗ୍ରାସ କରିବା ପାଇଁ ଖୋଜି ବୁଲୁଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; Gade chapit la |
ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।
ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।