1 ଶାମୁୟେଲ 1:10 - ପବିତ୍ର ବାଇବଲ10 ହାନ୍ନା ଭାରି ଦୁଃଖିନୀ ଥିଲା। ସେ ଯେତେବେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା, ସେ ବହୁତ କାନ୍ଦୁଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା। Gade chapit laଓଡିଆ ବାଇବେଲ10 ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା। Gade chapit la |
ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”