Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:12 - ପବିତ୍ର ବାଇବଲ

12 ଯେତେବେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା'ର ପାଟିକୁ ଦେଖୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।

Gade chapit la Kopi

ଓଡିଆ ବାଇବେଲ

12 ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।

Gade chapit la Kopi




1 ଶାମୁୟେଲ 1:12
8 Referans Kwoze  

ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ।


କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ।


ସବୁବେଳେ ପ୍ରାର୍ଥନା କରୁଥାଅ। ପ୍ରାର୍ଥନା କଲାବେଳେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ।


ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।


ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଉପଦେଶ ଦେଉଥିଲେ ଯେ, ସେମାନେ ସଦାବାଳେ ପ୍ରାର୍ଥନା କରିବା ଉଚିତ୍। ଏବଂ କେବେ ହେଲେ ଭରସା ହରେଇବା ଉଚିତ୍ ନୁହେଁ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ,


ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”


ସେହି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲା। କେବଳ ତା'ର ଓଷ୍ଠ ହଲୁଥିଲା। ମାତ୍ର ତା'ର ସ୍ୱର ଶୁଣା ଯାଉ ନ ଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ।


Swiv nou:

Piblisite


Piblisite