1 ଶାମୁୟେଲ 1:15 - ପବିତ୍ର ବାଇବଲ15 ହାନ୍ନା ଉତ୍ତର ଦେଲା, “ନା, ମୋର ମହାଶୟ, ମୁଁ ଜଣେ ଦୁଃଖିନୀ ସ୍ତ୍ରୀ, ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ। ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ଆପଣାର ପ୍ରାଣ ବେଦନା ଢାଳୁଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି। Gade chapit laଓଡିଆ ବାଇବେଲ15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।” Gade chapit la |