1 ଶାମୁୟେଲ 1:16 - ପବିତ୍ର ବାଇବଲ16 ଆପଣା ଦାସୀକୁ କୁଚରିତ୍ରା ଭାବ ନାହିଁ। ମୁଁ ଆପଣା ଚିନ୍ତା ଓ ସମସ୍ୟାକୁ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମୋର ଅନେକ ସମସ୍ୟା ଅଛି ଏବଂ ମୁଁ ଅତ୍ୟନ୍ତ ଦୁଃଖିତ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଆପଣା ଦାସୀକି ପାପାଧମର କନ୍ୟା ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ହେତୁରୁ ଏପର୍ଯ୍ୟନ୍ତ କଥା କହୁଥିଲି। Gade chapit laଓଡିଆ ବାଇବେଲ16 ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି। Gade chapit la |
କିନ୍ତୁ କେତେ ଖଳ ବ୍ୟକ୍ତି କହିଲେ, “କେମିତି ଏ ଲୋକ ଆମକୁ ରକ୍ଷା କରିବ?” ସେମାନେ ଶାଉଲଙ୍କ ବିରୁଦ୍ଧରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକୁ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ। ଅମ୍ମୋନୀୟକ ରାଜା ନାହଶ୍ ଗାଥ୍ ଓ ରୁବେନ୍ ଗୋଷ୍ଠୀଙ୍କ ଉପରେ ଆକ୍ରମଣ ଚଲାଉ ଥିଲେ। ନାହଶ୍ ସେମାନଙ୍କ ଦକ୍ଷିଣ ଚକ୍ଷୁ ଉପାଡ଼ି ଦେଉଥିଲେ। ଯର୍ଦ୍ଦନ ନଦୀର ପୂର୍ବ ଅବବାହିକାରେ ବାସ କରୁଥିବା ଇସ୍ରାଏଲୀୟମାନଙ୍କୁ ମଧ୍ୟ ସେ ନାଲି ଆଖି ଦେଖାଇ ରଖିଥିଲେ। ସେଥିପାଇଁ 7,000 ଇସ୍ରାଏଲୀୟ ଅମ୍ମୋନୀୟଠାରୁ ବାହାରି ଆସି ଯାବେଶ୍ ଗିଲିୟଦରେ ଅବସ୍ଥାନ କଲେ।