1 ଶାମୁୟେଲ 1:20 - ପବିତ୍ର ବାଇବଲ20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।” Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା। Gade chapit laଓଡିଆ ବାଇବେଲ20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।” Gade chapit la |
ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ।