1 ଶାମୁୟେଲ 1:21 - ପବିତ୍ର ବାଇବଲ21 ଏହା ପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Gade chapit laଓଡିଆ ବାଇବେଲ21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। Gade chapit la |
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”