Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:25 - ପବିତ୍ର ବାଇବଲ

25 ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ଗୋବତ୍ସ ବଧ କଲେ ଓ ବାଳକକୁ ଏଲି ନିକଟକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

25 ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।

Gade chapit la Kopi




1 ଶାମୁୟେଲ 1:25
3 Referans Kwoze  

ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ।


“ତା'ପରେ ସେ ଗୋଟିଏ ଯୁବା ଷଣ୍ଢ ସଦାପ୍ରଭୁଙ୍କ ସମ୍ମୁଖରେ ବଳିଦାନ କରିବ। ହାରୋଣର ଯାଜକ ପୁତ୍ରଗଣ ରକ୍ତ ଆଣିବେ ଏବଂ ସମାଗମ-ତମ୍ବୁର ଦ୍ୱାର ନିକଟସ୍ଥ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ଛିଞ୍ଚିବେ।


Swiv nou:

Piblisite


Piblisite