1 ଶାମୁୟେଲ 1:28 - ପବିତ୍ର ବାଇବଲ28 ସେଥିପାଇଁ ବର୍ତ୍ତମାନ ମୁଁ ତାକୁ ସଦାପ୍ରଭୁଙ୍କ ସେବା କରିବା ପାଇଁ ଉତ୍ସର୍ଗ କରୁଛି। ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉପାସନା କରିବ।” ଏହା ପରେ ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ ପ୍ରଣାମ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦିତ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Gade chapit laଓଡିଆ ବାଇବେଲ28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। Gade chapit la |
ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”