1 ଶାମୁୟେଲ 1:4 - ପବିତ୍ର ବାଇବଲ4 ପ୍ରତ୍ୟେକଥର ବଳିଦାନ ଉତ୍ସର୍ଗ କଲାପରେ ସେଥିରୁ କିଛି ଅଂଶ ତା'ର ସ୍ତ୍ରୀ ପନିନ୍ନା ଏବଂ ତା'ର ସମସ୍ତ ପୁତ୍ରଗଣ ଓ କନ୍ୟାମାନଙ୍କୁ ଦେଉଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା; Gade chapit laଓଡିଆ ବାଇବେଲ4 ପୁଣି, ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା; Gade chapit la |