1 ଶାମୁୟେଲ 1:5 - ପବିତ୍ର ବାଇବଲ5 ଇଲ୍କାନା ମଧ୍ୟ ତା'ର ସ୍ତ୍ରୀ ହାନ୍ନାକୁ ତା'ର ଦୁଇଗୁଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକୁ ସେ ବାସ୍ତବରେ ପ୍ରେମ କରୁଥିଲା। କିନ୍ତୁ ସଦାପ୍ରଭୁ ତା’ କୋଳରେ କୌଣସି ସନ୍ତାନସନ୍ତତି ଦେଇ ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର ସେ ହାନ୍ନାକୁ ଦ୍ଵିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କଲା, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ। Gade chapit laଓଡିଆ ବାଇବେଲ5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ। Gade chapit la |