Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:7 - ପବିତ୍ର ବାଇବଲ

7 ଯେତେବେଳେ ସେହି ପରିବାର ସଦାପ୍ରଭୁଙ୍କ ମନ୍ଦିରକୁ ଯାଉଥିଲେ ପ୍ରତି ବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକୁ ଦୁଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ଵାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପନିୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।

Gade chapit la Kopi




1 ଶାମୁୟେଲ 1:7
7 Referans Kwoze  

ଆହୁରି ମଧ୍ୟ ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ସେ ଶାମୁୟେଲ ପାଇଁ ଗୋଟିଏ ସାନ ବସ୍ତ୍ର ବନାଇଥିବା, ତାହା ସେ ତାଙ୍କ ପାଖକୁ ଆଣିବ।


ସଦାପ୍ରଭୁ ହାନ୍ନା କୋଳରେ କୌଣସି ସନ୍ତାନ ଦେଇ ନ ଥିଲେ, ତେଣୁ ପନିନ୍ନା ତାକୁ ଦୁଃଖିତ କରୁଥିଲା ଏବଂ ତାକୁ ବିରକ୍ତି କରୁଥିଲା।


ତା'ର ସ୍ୱାମୀ ଇ‌ଲ୍‌କାନା ପଗ୍ଭରୁ ଥିଲେ, “ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହିଁକି କିଛି ଖାଉ ନାହଁ? ତୁମ୍ଭେ କାହିଁକି ଦୁଃଖିତ। ମୁଁ ତୁମ୍ଭର ସ୍ୱାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁଁ ତୁମ୍ଭ ପାଇଁ ତୁମ୍ଭର ଦଶ ଜଣ ପୁତ୍ର ପାଇବା ସକ୍ଷମ।”


ମୋର ଶକ୍ତିସବୁ ଶେଷ ହୋଇଯାଇଛି। ମୁଁ ଯେପରି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି।


ହାନ୍ନା ପ୍ରାର୍ଥନା କରି କହିଲା, “ମୋର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି। ପରମେଶ୍ୱରଙ୍କଠାରେ ମୁଁ ମୋର ବହୁତ ଶକ୍ତି ଅନୁଭବ କରୁଛି। ମୁଁ ମୋର ଶତ୍ରୁମାନଙ୍କୁ ଉପହାସ କରୁଛି। ଯେହେତୁ ତୁମ୍ଭେ ମୋତେ ରକ୍ଷା କରିଥିବାରୁ ମୁଁ ବହୁତ ଖୁସୀ।


ମୋର ଦୁଃଖ ସକାଶୁ ବର୍ତ୍ତମାନ ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି।


Swiv nou:

Piblisite


Piblisite