1 ଶାମୁୟେଲ 1:8 - ପବିତ୍ର ବାଇବଲ8 ତା'ର ସ୍ୱାମୀ ଇଲ୍କାନା ପଗ୍ଭରୁ ଥିଲେ, “ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହିଁକି କିଛି ଖାଉ ନାହଁ? ତୁମ୍ଭେ କାହିଁକି ଦୁଃଖିତ। ମୁଁ ତୁମ୍ଭର ସ୍ୱାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁଁ ତୁମ୍ଭ ପାଇଁ ତୁମ୍ଭର ଦଶ ଜଣ ପୁତ୍ର ପାଇବା ସକ୍ଷମ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଥିରେ ତାହାର ସ୍ଵାମୀ ଇଲ୍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ? Gade chapit laଓଡିଆ ବାଇବେଲ8 ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ ? କାହିଁକି ଖାଉ ନାହଁ ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି ? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?” Gade chapit la |
ତହୁଁ ହସାୟେଲ ପଗ୍ଭରିଲେ, “ହେ ମୋର ମହାଶୟ, କାହିଁକି ରୋଦନ କଲେ?” ଇଲୀଶାୟ ଉତ୍ତର କଲେ, “ତୁମ୍ଭେ ଇସ୍ରାଏଲୀୟଙ୍କ ସନ୍ତାନଗଣଙ୍କ ପାଇଁ ଅନିଷ୍ଟର କାରଣ କରିବାକୁ ଯାଉଛ, ଏହା ମୁଁ ଜାଣେ। ମୁଁ ଏହି ନିମନ୍ତେ ରୋଦନ କରୁଛି, କାରଣ ତୁମ୍ଭେ ସେମାନଙ୍କର ସୁଦୃଢ଼ ନଗରଗୁଡ଼ିକୁ ଅଗ୍ନିରେ ଦଗ୍ଧିଭୂତ କରିବ, ସେମାନଙ୍କର ଯୁବକମାନଙ୍କୁ ଖଡ଼୍ଗରେ ହତ୍ୟା କରିବ, ସେମାନଙ୍କର ଶିଶୁସନ୍ତାନକୁ ଭୂମିରେ କଗ୍ଭଡ଼ି ମାରିବ ଓ ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”