1 ଶାମୁୟେଲ 10:1 - ପବିତ୍ର ବାଇବଲ1 ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ଵନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି? Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି? Gade chapit la |
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”