Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:10 - ପବିତ୍ର ବାଇବଲ

10 ଶାଉଲ ଏବଂ ତାଙ୍କର ସେବକ ଜିବେଥ୍ଇଲୋହି‌ମ୍‌କୁ ଗଲେ। ସେହି ସ୍ଥାନରେ ଶାଉଲ ଦଳେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଭେଟିଲେ। ପୁଣି ପରମେଶ୍ୱରଙ୍କ ଆତ୍ମା ତାହାଙ୍କୁ ଆକ୍ରାନ୍ତ କରନ୍ତେ ସେ ସେମାନଙ୍କ ଭିତରେ ନାଚି, ଗାଈ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍ବକ୍ତା ତାଙ୍କୁ ଭେଟିଲେ; ପୁଣି ପରମେଶ୍ଵରଙ୍କ ଆତ୍ମା ତାଙ୍କୁ ଆକ୍ରା; କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

10 ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।

Gade chapit la Kopi




1 ଶାମୁୟେଲ 10:10
7 Referans Kwoze  

ପୁଣି ମୁଁ ମୋ’ ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବି ଯିଏ ମୋ’ ମନ ଓ ମୋ’ ହୃଦୟ ଅନୁସାରେ କର୍ମ କରିବ। ଆଉ ମୁଁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମୋର ମନୋନୀତ ରାଜାଙ୍କ ସମ୍ମୁଖରେ ସର୍ବଦା ସେବା କରିବ।


ଶାଉଲ ସମସ୍ତ କଥା ଶୁଣିଲେ। ତା'ପରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କ ଦେହରେ ଅତିଶୟ ପ୍ରଜ୍ୱଳିତ ହେଲା। ଶାଉଲ କ୍ରୋଧରେ ଜର୍ଜରିତ ହେଲେ।


ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ପ୍ରବେଶ କଲାରୁ, ସେ ଇସ୍ରାଏଲର ଲୋକମାନଙ୍କର ବିଗ୍ଭର କଲେ, ଓ ଯୁଦ୍ଧ କରିବାକୁ ଆଗେଇ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିୟାଥୟିମକୁ ଅରାମୀୟର ରାଜାଙ୍କୁ ହରାଇବାରେ ଅତ୍ନୀୟେଲଙ୍କ ସାହାଯ୍ୟ କରିଥିଲେ ଓ ସେ ତାଙ୍କୁ ଆୟତ କଲେ।


ସେ ଯେତେବେଳେ ଲିହୀ ରାଜ ପ୍ରାସାଦରେ ପହଞ୍ଚିଲେ, ପଲେଷ୍ଟୀୟ ଲୋକମାନେ ତାଙ୍କୁ ଦେଖିବାକୁ ଆସିଲେ। ସେମାନେ ଖୁସୀରେ ଜୟ ଜୟ ଧ୍ୱନି କରୁଥିଲେ। ଏହା ପରେ ତାଙ୍କ ଉପରକୁ ସଦାପ୍ରଭୁଙ୍କର ଆତ୍ମା ଯେତେବେଳେ ଆସିଲା, ସେ ଶକ୍ତିଶାଳୀ ହୋଇ ଉଠିଲେ। ଶା‌ମ୍‌ଶୋନ୍ ଦୌଡ଼ିଟିକୁ ଛିଣ୍ତାଇ ଦେଲେ, ତାଙ୍କ ହାତରୁ ଦଉଡ଼ିଗୁଡ଼ିକ ମିଳାଇ ଗଲାପରି ଏବଂ ପୋଡ଼ାସୂତା ପରି ଝରି ପଡ଼ିଲା।


ଶାମୁୟେଲ ତୈଳ ଶିଙ୍ଗ ନେଇ ତାଙ୍କ ଭାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ। ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହା ପରେ ଶାମୁୟେଲ ଉଠି ରାମାକୁ ଗ୍ଭଲିଗଲେ।


Swiv nou:

Piblisite


Piblisite