Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:14 - ପବିତ୍ର ବାଇବଲ

14 ଶାଉଲଙ୍କ କକା ତାଙ୍କୁ ଓ ତାଙ୍କର ଯୁବାଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ।” ଶାଉଲ ଉତ୍ତର ଦେଲା, “ଗଧ ଖୋଜିବାକୁ ଯାଇଥିଲୁ। କିନ୍ତୁ ସେମାନେ ନ ମିଳିବାରୁ ଆମ୍ଭେ ଶାମୁୟେଲ ନିକଟକୁ ଦେଖାକରିବାକୁ ଆସିଲୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଅନନ୍ତର ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, ତୁମ୍ଭେମାନେ କେଉଁଠାକୁ ଯାଇଥିଲ? ସେ କହିଲେ, ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।

Gade chapit la Kopi

ଓଡିଆ ବାଇବେଲ

14 ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, ତୁମ୍ଭେମାନେ କେଉଁଠାକୁ ଯାଇଥିଲ ? ସେ କହିଲେ, ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”

Gade chapit la Kopi




1 ଶାମୁୟେଲ 10:14
5 Referans Kwoze  

ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା। ଏବଂ ତାଙ୍କ ସେନାପତି ଅ‌ବ୍‌ନର ନରର ପୁତ୍ର ଥିଲେ। ନର ଶାଉଲଙ୍କ କକା ଥିଲେ।


ଏହା ପରେ ସେ ଭିତରକୁ ଯାଇ ଆପଣା ମହାଶୟ ସମ୍ମୁଖରେ ଛିଡ଼ା ହେଲା। ତହୁଁ ଇଲୀଶାୟ ଗିହେଜୀକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ଗିହେଜୀ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”


ତା'ପରେ ସେ ଭବିଷ୍ୟ‌ଦ୍‌ବାଣୀ କହିବା ବନ୍ଦ କଲେ ଏବଂ ଉପାସନା କରିବାକୁ ଗୃହ ନିକଟସ୍ଥ ଉଚ୍ଚସ୍ଥଳୀକୁ ଗଲେ।


ଏଥିରେ ଶାଉଲଙ୍କ ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଛି ଶାମୁୟେଲ ତୁମ୍ଭକୁ କ’ଣ କହିଲେ ମୋତେ କୁହ।”


Swiv nou:

Piblisite


Piblisite