Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:15 - ପବିତ୍ର ବାଇବଲ

15 ଏଥିରେ ଶାଉଲଙ୍କ ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଛି ଶାମୁୟେଲ ତୁମ୍ଭକୁ କ’ଣ କହିଲେ ମୋତେ କୁହ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ, ମୋତେ କୁହ।

Gade chapit la Kopi

ଓଡିଆ ବାଇବେଲ

15 ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କ’ଣ କହିଲେ, ମୋତେ କୁହ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।

Gade chapit la Kopi




1 ଶାମୁୟେଲ 10:15
3 Referans Kwoze  

ଶାଉଲଙ୍କ କକା ତାଙ୍କୁ ଓ ତାଙ୍କର ଯୁବାଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ।” ଶାଉଲ ଉତ୍ତର ଦେଲା, “ଗଧ ଖୋଜିବାକୁ ଯାଇଥିଲୁ। କିନ୍ତୁ ସେମାନେ ନ ମିଳିବାରୁ ଆମ୍ଭେ ଶାମୁୟେଲ ନିକଟକୁ ଦେଖାକରିବାକୁ ଆସିଲୁ।”


ଶାଉଲ ଉତ୍ତରରେ କହିଲେ, “ସେ କହିଲେ ଯେ, ଗଧମାନେ ମିଳି ଗଲେଣି।” କିନ୍ତୁ ଶାଉଲ ତା'ର କକାକୁ ଶାମୁୟେଲ ଦ୍ୱାରା କୁହାଯାଇଥିବା ରାଜତ୍ୱ ବିଷୟରେ କହିଲେ ନାହିଁ।


ଏହା ପରେ ଅଧିପତିଗଣ ଯିରିମିୟଙ୍କ ନିକଟକୁ ଆସିଲେ ଓ ତାଙ୍କୁ ପ୍ରଶ୍ନ କଲେ। ଆଉ ସେ କହିଲେ, ଯାହା ରାଜା ତାଙ୍କୁ କହିବା ପାଇଁ କହିଥିଲେ। ତହୁଁ ସେମାନେ ଯିରିମିୟଙ୍କୁ ପ୍ରଶ୍ନ ପଗ୍ଭରିବା ବନ୍ଦ କଲେ। କାରଣ କେହି ଯିରିମିୟ ଓ ରାଜାଙ୍କର ବାର୍ତ୍ତାଳାପ ଛପି ଶୁଣିପାରିଲେ ନାହିଁ।


Swiv nou:

Piblisite


Piblisite