1 ଶାମୁୟେଲ 10:19 - ପବିତ୍ର ବାଇବଲ19 କିନ୍ତୁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଆଜି ପରିତ୍ୟାଗ କଲ। ପରମେଶ୍ୱର ତୁମ୍ଭମାନଙ୍କୁ ସବୁ ଅସୁବିଧାରୁ ଓ ସମସ୍ୟାରୁ ରକ୍ଷା କରନ୍ତି। କିନ୍ତୁ ତୁମ୍ଭେମାନେ କହିଲ, ‘ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହୁଁ।’ ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନୁସାରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହୁଅ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ଵର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହା ହେଉ, ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ। Gade chapit laଓଡିଆ ବାଇବେଲ19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହା ହେଉ, ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର, ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।” Gade chapit la |
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”