1 ଶାମୁୟେଲ 10:22 - ପବିତ୍ର ବାଇବଲ22 ତା'ପରେ ଲୋକମାନେ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ଏପର୍ଯ୍ୟନ୍ତ ଶାଉଲ ଏଠାକୁ ଆସିଛନ୍ତି କି?” ସଦାପ୍ରଭୁ କହିଲେ, “ସେ ଏଠାରେ ଥିବା ସାମଗ୍ରୀମାନଙ୍କ ମଧ୍ୟରେ ନିଜକୁ ଗୋପନ ରଖିଛି।” Gade chapit laପବିତ୍ର ବାଇବଲ (Re-edited) - (BSI)22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି। Gade chapit laଓଡିଆ ବାଇବେଲ22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି ? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।” Gade chapit la |
ସେଠାରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିୟାସରର ବଂଶଧର ଥିଲେ। ଇଲିୟାସର ଥିଲା ହାରୋଣଙ୍କର ପୁତ୍ର। ଇସ୍ରାଏଲର ଲୋକମାନେ ପଗ୍ଭରିଲେ, “ବିନ୍ୟାମୀନର ଲୋକମାନେ ଆମ୍ଭର ସମ୍ପର୍କୀୟ। ଆମ୍ଭର ତାଙ୍କ ସହିତ ଯୁଦ୍ଧ କରିବା ଉଚିତ୍ ନା ଯୁଦ୍ଧ ବନ୍ଦ କରିବା ଉଚିତ୍?” ସଦାପ୍ରଭୁ କହିଲେ, “ଆସନ୍ତା କାଲି ଯାଅ ଓ ସେମାନଙ୍କୁ ପରାସ୍ତ କର। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ସହାୟ ହେବି।”