1 ଶାମୁୟେଲ 10:26 - ପବିତ୍ର ବାଇବଲ26 ଶାଉଲ ମଧ୍ୟ ଗିବିୟାରେ ଥିବା ତାଙ୍କ ଘରକୁ ଫେରିଲେ। କେତେକ ସାହସୀ ବ୍ୟକ୍ତି ଯେଉଁମାନଙ୍କ ହୃଦୟ ପରମେଶ୍ୱର ସ୍ପର୍ଶ କରିଥିଲେ, ସେମାନେ ଶାଉଲଙ୍କୁ ଅନୁସରଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପୁଣି ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ଵର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ। Gade chapit laଓଡିଆ ବାଇବେଲ26 ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ। Gade chapit la |