1 ଶାମୁୟେଲ 10:3 - ପବିତ୍ର ବାଇବଲ3 ଶାମୁୟେଲ କହିଲେ, “ତୁମ୍ଭେ ସେଠାରୁ ଆଗକୁ ଗଲେ ତାବୋରର ଅଲୋନବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସେଠାରେ ଜଣେ ତିନୋଟି ଯୁବା ଛେଳି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ନେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୋଟୀ, ପୁରି ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବୈଥେଲ୍କୁ ପରମେଶ୍ଵରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ; Gade chapit laଓଡିଆ ବାଇବେଲ3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳି ଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ; Gade chapit la |
“ତତ୍ପରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ମୋର ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ମୁଁ ଅନୁରୋଧ କରୁଛି, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର, ଯାହା ବିନ୍ୟାମୀନଙ୍କର ଗୋଷ୍ଠୀୟରେ ଅଛି। କାରଣ ତାହାକୁ କ୍ରୟ କରିବାର ଅଧିକାର କେବଳ ତୁମ୍ଭର ଅଛି।’” “ତେଣୁ ଏହା ସଦାପ୍ରଭୁଙ୍କର ବାର୍ତ୍ତା ଥିଲା ବୋଲି ମୁଁ ଜାଣିଲି।”