Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:4 - ପବିତ୍ର ବାଇବଲ

4 ସେମାନେ ତୁମ୍ଭକୁ ଅଭ୍ୟର୍ଥନା କରିବେ ଓ ଦୁଇଟି ରୋଟୀ ଦେବେ, ଏବଂ ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୋଟୀ ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।

Gade chapit la Kopi




1 ଶାମୁୟେଲ 10:4
4 Referans Kwoze  

ସେମାନେ ମୀଖାର ଗୃହ ପାଖରେ ଅଟକି ଗଲେ। ଯେଉଁଠାରେ ଲେବୀୟ ଲୋକ ଜଣକ ବାସ କରୁଥିଲା। ସେମାନେ ସେହି ଲେବୀୟ ଯୁବକକୁ ପଗ୍ଭରିଲେ କିପରି ଅଛନ୍ତି ବୋଲି।


ଶାମୁୟେଲ କହିଲେ, “ତୁମ୍ଭେ ସେଠାରୁ ଆଗକୁ ଗଲେ ତାବୋରର ଅଲୋନବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥେ‌ଲ୍‌କୁ ପରମେଶ୍ୱରଙ୍କ ନିକଟକୁ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସେଠାରେ ଜଣେ ତିନୋଟି ଯୁବା ଛେଳି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ନେବ।


ତା'ପରେ ତୁମ୍ଭେମାନେ ଗିବିୟୋଥ ଓ ଲୋହିମକୁ ଯିବ। ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତେବେଳେ ତୁମ୍ଭେ ସହରର ପ୍ରବେଶ ଦ୍ୱାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରୁ ଦଳେ ଯାଜକ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସୁଥିବାର ଦେଖିବ।


ତା'ପରେ ଯିଶୀ କେବଳ ଦାଉଦଙ୍କୁ ପଠାଇଲେ ନାହିଁ, ତା’ ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛେଳି ଓ ଗୋଟିଏ ଗଧରେ ବୋଝେଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ।


Swiv nou:

Piblisite


Piblisite