1 ଶାମୁୟେଲ 10:6 - ପବିତ୍ର ବାଇବଲ6 ସଦାପ୍ରଭୁଙ୍କର ଆତ୍ମା ତୁମ୍ଭ ନିକଟକୁ ବିରାଟ ଶକ୍ତିରେ ଆସିବ ଏବଂ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ୟକ୍ତି ହୋଇଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରା; କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ। Gade chapit laଓଡିଆ ବାଇବେଲ6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ। Gade chapit la |