Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 11:15 - ପବିତ୍ର ବାଇବଲ

15 ତା'ପରେ ସମସ୍ତେ ଗି‌ଲ୍‌ଗଲ୍ ଗଲେ, ସେଠାରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜାରୂପେ ଅଭିଷକ୍ତ କଲେ। ସେମାନେ ସମସ୍ତେ ସଦାପ୍ରଭୁଙ୍କୁ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଶାଉଲ ଏବଂ ଇସ୍ରାଏଲୀୟମାନେ ମହା ଆନନ୍ଦରେ ଏହା ପାଳନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ସମସ୍ତ ଲୋକ ଗିଲ୍ଗଲ୍‍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।

Gade chapit la Kopi




1 ଶାମୁୟେଲ 11:15
12 Referans Kwoze  

“ମୋ’ ପୂର୍ବରୁ ପ୍ରଥମେ ତୁମ୍ଭେ ଗି‌ଲ୍‌ଗ‌ଲ୍‌କୁ ଯିବ। ତା'ପରେ ମୁଁ ସେଠାକୁ ହୋମବଳି ଓ ମଙ୍ଗଳାର୍ଥକ ବଳିରେ ଉତ୍ସର୍ଗ କରିବି। ମୁଁ ଆସି ତୁମ୍ଭକୁ କ’ଣ କରିବାକୁ ହେବ କହିବା ପର୍ଯ୍ୟନ୍ତ, ତୁମ୍ଭେ ସେଠାରେ ସାତ ଦିନ ଅପେକ୍ଷା କରିବାକୁ ହେବ।”


ଶାମୁୟେଲ ଇସ୍ରାଏଲବାସୀଙ୍କୁ ମି‌ସ୍‌ପୀରେ ଏକତ୍ରିତ ହେବା ପାଇଁ ଡକାଇଲେ।


କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ।


ବର୍ତ୍ତମାନ ଗହମ କାଟିବାର ସମୟ। କିନ୍ତୁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରୁ ତୁମ୍ଭେମାନେ ଜାଣିବ ଯେ, ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭେ ରାଜା ଦାବିକରି ବହୁତ ପାପ କରିଅଛ।”


କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର।


ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ।


ଶାମୁୟେଲ ସମସ୍ତ ଇସ୍ରାଏଲୀଙ୍କୁ କହିଲେ, “ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ସେ ପ୍ରକାରେ ତୁମ୍ଭମାନଙ୍କର ଏକ ରାଜା ନିୟୋଜନ କଲି।


ତେଣୁ ରାଜା ଦାଉଦ ଯର୍ଦ୍ଦନ ନଦୀ ପର୍ଯ୍ୟନ୍ତ ଗଲେ। ଯିହୁଦାର ଲୋକମାନେ ରାଜାଙ୍କୁ ଗି‌ଲ୍‌ଗ‌ଲ୍‌ଠାରେ ଭେଟିଲେ ଓ ଯର୍ଦ୍ଦନ ପାର କରି ନେଇଗଲେ।


ଶାମୁୟେଲ ଲୋକମାନଙ୍କୁ କହିଲେ, “ଏଇ ବ୍ୟକ୍ତିକୁ ଦେଖ। ପରମେଶ୍ୱର ତାଙ୍କୁ ମନୋନୀତ କରିଛନ୍ତି। ତୁମ୍ଭମାନଙ୍କ ମଧ୍ୟରେ ତାଙ୍କଠାରୁ ସୁପୁରୁଷ ଆଉ କେହି ନାହାନ୍ତି।” ତା'ପରେ ଲୋକମାନେ ପାଟିକଲେ, “ରାଜା ଦୀର୍ଘଜୀବି ହୁଅନ୍ତୁ।”


Swiv nou:

Piblisite


Piblisite