Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 11:3 - ପବିତ୍ର ବାଇବଲ

3 ଯାବେ‌‌‌ଶ୍‌‌ର ନେତାମାନେ କହିଲେ, “ଆମ୍ଭକୁ ସାତ ଦିନ ସମୟ ଦିଅ, ଆମ୍ଭେ ସାରା ଇସ୍ରାଏଲକୁ ଦୂତଗଣଙ୍କୁ ପଠାଇବୁ ଯଦି ଆମ୍ଭକୁ କେହି ସାହାଯ୍ୟ ନ କରନ୍ତି, ତେବେ ତୁମ୍ଭ ନିକଟକୁ ଆସିବୁ ଓ ସମର୍ପଣ କରିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ-ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, “ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।”

Gade chapit la Kopi




1 ଶାମୁୟେଲ 11:3
3 Referans Kwoze  

ତେଣୁ ସମସ୍ତ ବୟସ୍କ ନେତୃବୃନ୍ଦ ଏକାଠି ହୋଇ ଶାମୁୟେଲଙ୍କୁ ସାକ୍ଷାତ କରିବାକୁ ରାମା ଯାତ୍ରା କଲେ।


ତା'ପରେ ଯାବେ‌‌‌ଶ୍‌‌ର ଲୋକମାନେ ଅମ୍ମୋନୀୟ ନାହଶକୁ କହିଲେ, “ଆସନ୍ତା କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଆସିବୁ। ତୁମ୍ଭର ଯାହା ଇଚ୍ଛା ହେବ ତାହା ଆମ୍ଭମାନଙ୍କ ପ୍ରତି କରିବ।”


ହିଜକିୟଙ୍କ କଥା ଶୁଣ ନାହିଁ। କାରଣ ଅଶୂର ରାଜା ଏହିକଥା କୁହନ୍ତି, “ତୁମ୍ଭେମାନେ ମୋ’ ସହିତ ଚୁକ୍ତି କର। ତୁମ୍ଭେମାନେ ନଗରରୁ ବାହାରି ମୋ’ ନିକଟକୁ ଗ୍ଭଳିଆସ। ତା'ପରେ ପ୍ରତ୍ୟେକ ନିଜ ନିଜ ଗୃହକୁ ଯିବାକୁ ମୁକ୍ତ ଅଟ। ପ୍ରତ୍ୟେକ ଆପଣା ଆପଣା ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଭୋଜନ କର। ପ୍ରତ୍ୟେକ ନିଜ ନିଜ କୂପରୁ ଜଳ ପାନକର।


Swiv nou:

Piblisite


Piblisite