1 ଶାମୁୟେଲ 12:25 - ପବିତ୍ର ବାଇବଲ25 କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)25 ମାତ୍ର ଯେବେ ତୁମ୍ଭେମାନେ ନିତା; ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ। Gade chapit laଓଡିଆ ବାଇବେଲ25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।” Gade chapit la |
ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ସଙ୍ଗରେ କରିଥିବା ଚୁକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭୁଙ୍କୁ ଉପାସନା କର ବା ଅନ୍ୟ ଦେବତାମାନଙ୍କୁ ସେବା କର, ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହା ପରେ ତୁମ୍ଭକୁ ସଦାପ୍ରଭୁ ଦେଇଥିବା ଭଲ ଭୂମିକୁ ହରାଇବାକୁ ପଡ଼ିବ।”