Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:6 - ପବିତ୍ର ବାଇବଲ

6 ଶାମୁୟେଲ ଲୋକମାନଙ୍କୁ କହିଲେ, “ଯାହାସବୁ ଘଟିଛି ସଦାପ୍ରଭୁ ସବୁ ଦେଖିଛନ୍ତି। ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ନିଯୁକ୍ତି କରିଥିଲେ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ବାହାର କରି ଆଣିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।

Gade chapit la Kopi




1 ଶାମୁୟେଲ 12:6
11 Referans Kwoze  

ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ।


ହାରୋଣ ଓ ମୋଶା ଏହି ପରିବାରବର୍ଗର ଥିଲେ ଏବଂ ସେମାନେ ଏହି ଲୋକ ଥିଲେ, ଯେଉଁମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟ ଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣ।”


ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା। ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।


ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।


କିନ୍ତୁ ସଦାପ୍ରଭୁ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ରଖିଲେ ଏବଂ ମିଶରରୁ ଇସ୍ରାଏଲକୁ ନେଇ ଆସିଲେ। ସଦାପ୍ରଭୁ ସେହି ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଲଗାଇ ଇସ୍ରାଏଲକୁ ନିରାପଦ ରଖିଲେ।


ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।


ଏମାନେ ମିଶରରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିଶରର ରାଜା ଫାରୋଙ୍କୁ କହିଥିଲେ। ଏମାନେ ଥିଲେ ସେହି ହାରୋଣ ଓ ମୋଶା।


Swiv nou:

Piblisite


Piblisite