Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:7 - ପବିତ୍ର ବାଇବଲ

7 ଆହୁରି ମଧ୍ୟ ଶୁଣ ମୁଁ ତୁମ୍ଭକୁ ସଦାପ୍ରଭୁଙ୍କ ତୁମ୍ଭମାନଙ୍କ ପ୍ରତି ଅଲୌକିକତା ଓ ତୁମ୍ଭ ପୂର୍ବପୁରୁଷଙ୍କ କଥା କହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ତୁମ୍ଭେମାନେ ଏକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି ।

Gade chapit la Kopi

ଓଡିଆ ବାଇବେଲ

7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।

Gade chapit la Kopi




1 ଶାମୁୟେଲ 12:7
7 Referans Kwoze  

ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ।


ସେ ପବିତ୍ର ବାକ୍ୟ ବୁଝେଇଲେ ଓ ସେମାନଙ୍କୁ ପ୍ରମାଣ ଦେଇ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ୟୁରୁ ପୁନର୍ଜୀବିତ ହେବାର ଆବଶ୍ୟକତା ଥିଲା। ପାଉଲ କହିଲେ, “ଏହି ଯୀଶୁ, ଯାହାଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଗ୍ଭର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।”


ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନଙ୍କରେ ଲୋକମାନେ ସଦାପ୍ରଭୁଙ୍କର ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରକୁ ଓହ୍ଲାଇ ଆସିଲେ।


ଏବଂ ମୁଁ ତୁମ୍ଭମାନଙ୍କୁ ଗୋଷ୍ଠୀ ସମୂହର ମରୁଭୂମିକୁ ଆଣି ମୁହାଁମୁହିଁ ତୁମ୍ଭମାନଙ୍କର ବିଗ୍ଭର କରିବି।


Swiv nou:

Piblisite


Piblisite