1 ଶାମୁୟେଲ 12:8 - ପବିତ୍ର ବାଇବଲ8 “ଯାକୁବ ମିଶରକୁ ଗଲା ଉତ୍ତାରୁ ମିଶରୀୟମାନେ ତୁମ୍ଭମାନଙ୍କର ବଂଶଧରଗଣଙ୍କର ଜୀବନକୁ ଦୁର୍ବିସହ କରିଦେଲେ। ତେଣୁ ସେମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କୁ ଡାକିଲେ। ସେତେବେଳେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ପଠାଇଲେ। ସେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ଆଣିଲେ ଏବଂ ଏହି ସ୍ଥାନରେ ବାସ କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ। Gade chapit laଓଡିଆ ବାଇବେଲ8 ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ। Gade chapit la |