Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:1 - ପବିତ୍ର ବାଇବଲ

1 ସେହି ସମୟରେ ଶାଉଲ ଏକ ବର୍ଷ ପାଇଁ ରାଜା ଥିଲେ। ସେ ଇସ୍ରାଏଲରେ ଦୁଇ ବର୍ଷ ଶାସନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଶାଉଲ [ ତିରିଶ ] ବର୍ଷ ବୟସରେ ରାଜା ହେଲେ ଓ ସେ ଇସ୍ରାଏଲ ଉପରେ [ ତିରିଶ ଉପରେ ] ଦୁଇ ବର୍ଷ ରାଜତ୍ଵ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।

Gade chapit la Kopi




1 ଶାମୁୟେଲ 13:1
4 Referans Kwoze  

ଆମ୍ଭେମାନେ କ’ଣ ଆଣି ସଦାପ୍ରଭୁଙ୍କୁ ଭେଟିବା? କ’ଣ କରି ଆମ୍ଭେ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କୁ ପ୍ରଣାମ କରିବା? କ’ଣ ହୋମବଳି ଓ ଏକ ବର୍ଷୀୟ ଗୋବତ୍ସ ନେଇ ଆମ୍ଭେ ସଦାପ୍ରଭୁଙ୍କୁ ଭେଟି ଦେବା?


ଯେଉଁ ମେଷ ଶାବକଟିକୁ ନେବ ତାହା ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟବାନ ଓ ଏହା ଏକ ବର୍ଷର ପୁରୁଷ ମେଷ ହେବା ଆବଶ୍ୟକ। ଏହି ପଶୁଟି ଏକ ଯୁବାମେଷ କିମ୍ବା ଏକ ଛେଳି ଶାବକ ହେବା ଦରକାର।


କିନ୍ତୁ ଯଦି ତୁମ୍ଭେମାନେ କ୍ରମାଗତ କୁକର୍ମ କରିବାରେ ଆଗ୍ରହ ପ୍ରକାଶ କର, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଧ୍ୱଂସ ହେବ।”


ଶାଉଲ ଇସ୍ରାଏଲରୁ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ୟରୁ 2,000 ମି‌କ୍‌ମ‌ସ୍‌ରେ ବୈଥେ‌ଲ୍‌ର ପାର୍ବତ୍ୟ ଅଞ୍ଚଳରେ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିୟାର ଯୋନାଥନ ସହିତ ବିନ୍ୟାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ୟମାନଙ୍କୁ ଆପଣା ଗୃହକୁ ପ୍ରତ୍ୟାବର୍ତ୍ତନ କରିବାକୁ ଆଦେଶ ଦେଲେ।


Swiv nou:

Piblisite


Piblisite