1 ଶାମୁୟେଲ 13:17 - ପବିତ୍ର ବାଇବଲ17 ପଲେଷ୍ଟୀୟମାନେ ସେ ଅଞ୍ଚଳରେ ରହୁଥିବା ସ୍ରାଏଲୀୟମାନଙ୍କୁ ଦଣ୍ତିତ କରିବାକୁ ନିଷ୍ପତ୍ତି ନେଲେ। ସେମାନଙ୍କର ସୁଦକ୍ଷ ପଲେଷ୍ଟୀୟ ଯୋଦ୍ଧାଗଣ ଆକ୍ରମଣ କରିବାକୁ ଆରମ୍ଭ କଲେ। ସେମାନେ ତିନି ଦଳରେ ବିଭକ୍ତ ହୋଇ ଦଳେ ଶୂୟାଲ୍ ନିକଟରେ ଓ ଅଫ୍ରା ରାସ୍ତାର ଉତ୍ତରକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ; Gade chapit laଓଡିଆ ବାଇବେଲ17 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ; Gade chapit la |
ତା’ ପରଦିନ ପ୍ରଭାତରେ ଶାଉଲ ତାଙ୍କ ସୈନ୍ୟମାନଙ୍କୁ ତିନିଭାଗ କରି ସୂର୍ଯ୍ୟୋଦୟ ସମୟରେ ଅମ୍ମୋନୀୟ ଶିବିରରେ ଅତର୍କିତଆକ୍ରମଣ କଲେ। ସେମାନେ ସେମାନଙ୍କର ପ୍ରହରୀସବୁ ପରିବର୍ତ୍ତନ କରୁଥିଲେ ତେଣୁ ପୂର୍ବାହ୍ନ ପୂର୍ବରୁ ଶାଉଲ ଏବଂ ତାଙ୍କ ସୈନ୍ୟ ତାଙ୍କୁ ପରାସ୍ତ କଲେ ଅମ୍ମୋନୀୟମାନେ ବିଭିନ୍ନ ଆଡ଼େ ଦୌଡ଼ି ପଳାଇଲେ। ସୈନ୍ୟମାନେ ଏପରି ପଳାୟନ କଲେ ଯେ, ଦୁଇଟି ସୈନ୍ୟ ଏକତ୍ରିତ ହୋଇ ପାରିଲେ ନାହିଁ।