Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:10 - ପବିତ୍ର ବାଇବଲ

10 ଯଦି ପଲେଷ୍ଟୀୟମାନେ ଆମ୍ଭକୁ କହିବେ ‘ଆମ୍ଭମାନଙ୍କ ପାଖକୁ ଉଠି ଆସ’ ତେବେ ଆମ୍ଭେ ସେମାନଙ୍କ ପାଖକୁ ଯିବା। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ଦେଇଛନ୍ତି। ଆଉ ଏହା ଏକ ପରାଜୟର ଚିହ୍ନ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ‘ଆମ୍ଭମାନଙ୍କ ନିକଟକୁ ଉଠି ଆସ’ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।”

Gade chapit la Kopi




1 ଶାମୁୟେଲ 14:10
8 Referans Kwoze  

ମୁଁ ଅପେକ୍ଷା କଲି ତୁମ୍ଭର ଚିହ୍ନ ପାଇଁ କିଏ ଇ‌ସ୍‌ହାକର ସ୍ତ୍ରୀ ହେବ। ମୁଁ ସେହି ଝିଅକୁ କହିବି ‘ଦୟାକରି ତୁମ୍ଭର ପାତ୍ର ମୋ’ ଆଡ଼କୁ ତଳମୁହାଁ କର। ଯେପରି ମୁଁ ପାଣି ପିଇ ପାରିବି।’ ମୁଁ ଜାଣି ପାରିବି ସେହି ହେଉଛି ଉପଯୁକ୍ତ ପାତ୍ରୀ ଯିଏ କହିବ, ‘ପାଣି ପିଅ ଏବଂ ମୁଁ ତୁମ୍ଭର ଓଟମାନଙ୍କୁ ମଧ୍ୟ ପାଣି ଦେବି।’ ଯଦି ଏହିପରି ହୁଏ, ତେବେ ମୁଁ ଜାଣିବି ସେ ହେଉଛି ଇ‌ସ୍‌ହାକ ପାଇଁ ଉପଯୁକ୍ତ କନ୍ୟା। ଏବଂ ମୁଁ ଜାଣିବି ତୁମ୍ଭେ ମୋର ମୁନିବଙ୍କ ଉପରେ ଦୟା କଲ।”


ସମ୍ଭବତଃ ସେହି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି।


ମିଦିୟନୀୟମାନଙ୍କର ଛାଉଣିକୁ ଯାଅ। ସେମାନଙ୍କର କଥାସବୁ ଶୁଣ। ତେବେ ସେମାନଙ୍କୁ ଆକ୍ରମଣ କରିବାକୁ ତୁମ୍ଭେମାନେ ଭୟ କରିବ ନାହିଁ।” ତେଣୁ ଗିଦିୟୋନ ଓ ତାଙ୍କର ସେବକ ଫୁରା ମିଦିୟନୀୟର ଶିବିର ପାଖକୁ ଗଲେ।


ଗିଦିୟୋନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କହିଥିଲ, ଆପଣା ବାକ୍ୟାନୁସାରେ ମୋ’ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ। ଏହାର ସତ୍ୟତା ଦେଖାଅ।


ଯଦି ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ ଆଡ଼କୁ ଆସିବା’, ତେବେ ଆମ୍ଭେମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ଆଡ଼କୁ ଯିବା ନାହିଁ।


ତା'ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।”


ତହୁଁ ଯିଶାଇୟ କହିଲେ, “ତୁମ୍ଭେ କି ସୂଚନା ଗ୍ଭହୁଁଛ? ଛାୟା କ’ଣ ଦଶ ପାହୁଣ୍ତ ଆଗକୁ କିମ୍ବା ଦଶ ପାହୁଣ୍ତ ପଛକୁ ଯିବ ତୁମ୍ଭ ପାଇଁ ପରମେଶ୍ୱରଙ୍କଠାରୁ ଏହି ଚିହ୍ନ ହେବ। ଯେ ସଦାପ୍ରଭୁ ତାଙ୍କର ବାକ୍ୟ ସଫଳ କରିବେ।”


Swiv nou:

Piblisite


Piblisite