Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:11 - ପବିତ୍ର ବାଇବଲ

11 ତେବେ ସେ ଦୁହେଁ ପଲେଷ୍ଟୀୟଙ୍କ ପ୍ରହରୀମାନଙ୍କ ନିକଟରେ ଆପଣଙ୍କୁ ଦେଖା ଦେଲେ। ପଲେଷ୍ଟୀୟ ପ୍ରହରୀମାନେ କହିଲେ, “ଦେଖ! ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାତରେ ଲୁଚିଥିଲେ ସେଠାରୁ ଏବେ ବାହାରି ଆସୁଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, “ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।”

Gade chapit la Kopi




1 ଶାମୁୟେଲ 14:11
5 Referans Kwoze  

ଇସ୍ରାଏଲୀୟମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ। ଏଣୁ ଏମାନେ ଗୁମ୍ଫା, ପଥରଖୋଲ, ଶୈଳ, କୂପ ଓ ଅନ୍ୟାନ୍ୟ ଗାତ୍ରରେ ଆତ୍ମଗୋପନ କଲେ।


ସେହି ଇସ୍ରାଏଲୀୟ ଯେଉଁ ସୈନ୍ୟମାନେ ଇଫ୍ରୟିମ ପର୍ବତମୟ ଅଞ୍ଚଳରେ ଲୁଚି ଥିଲେ, ସେମାନେ ମଧ୍ୟ ସମ୍ବାଦ ଶୁଣି ଯୁଦ୍ଧ କ୍ଷେତ୍ରରେ ପହଞ୍ଚିଲେ ଓ ପଲେଷ୍ଟୀୟଙ୍କୁ ଗୋଡ଼ାଇଲେ।


ମିଦିୟନୀୟମାନେ ବହୁ ପରାକ୍ରମଶାଳୀ ହେଲେ ଏବଂ ସେମାନେ ଇସ୍ରାଏଲର ଲୋକମାନଙ୍କର ବିରୋଧୀ ହୋଇଗଲେ। ଯେଉଁଥିପାଇଁ ଇସ୍ରାଏଲ ସନ୍ତାନଗଣ ପର୍ବତ ଫାଟକରେ, ଗୁମ୍ଫାରେ ଓ ନିରାପଦ ସ୍ଥାନମାନଙ୍କରେ ଲୁଚି ରହିଲେ।


ସେମାନେ ଭୟରେ ଦୁର୍ବଳ ହୋଇଯିବେ। ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ।


ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏବ୍ରୀୟମାନେ ଏଠାରେ କ’ଣ କରୁଛନ୍ତି?” ଅଖୀଶ୍ ପଲେଷ୍ଟୀୟ ଶାସକମାନଙ୍କୁ କହିଲେ, “ଏ ହେଉଛନ୍ତି ଦାଉଦ। ଦାଉଦ ହେଉଛନ୍ତି ଜଣେ ଇସ୍ରାଏଲର ରାଜା ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ। ଦାଉଦ ମୋ’ ସହିତ ବହୁତ ଦିନ ହେଲା ରହିଲେଣି। ସେ ଶାଉଲଙ୍କୁ ଛାଡ଼ି ମୋ’ ପାଖରେ ରହିବା ଦିନଠାରୁ ମୁଁ ତାଙ୍କଠାରେ କୌଣସି ଦୋଷ ପାଇ ନାହିଁ।”


Swiv nou:

Piblisite


Piblisite