Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:16 - ପବିତ୍ର ବାଇବଲ

16 ସେତେବେଳେ ବିନ୍ୟାମୀନ ପ୍ରଦେଶର ଗିବିୟାରେ ଶାଉଲଙ୍କ ସୈନ୍ୟମାନେ ଦେଖିଲେ ପଲେଷ୍ଟୀୟ ସୈନ୍ୟମାନେ ଏଣେତେଣେ ଦୌଡ଼ୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ବିନ୍ୟାମୀନ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।

Gade chapit la Kopi




1 ଶାମୁୟେଲ 14:16
8 Referans Kwoze  

ପରମେଶ୍ୱର କୁହନ୍ତି, “ମିଶରୀୟମାନେ ଆପଣା ଆପଣା ବିରୁଦ୍ଧରେ ଯୁଦ୍ଧ କରିବେ, ମୁଁ ତା'ର କାରଣ ହେବି। ଲୋକେ ସେମାନଙ୍କ ଭାଇ ବିପକ୍ଷରେ ସଂଗ୍ରାମ କରିବେ। ପଡ଼ୋଶୀ ପଡ଼ୋଶୀ ମଧ୍ୟରେ ଯୁଦ୍ଧ ହେବ। ନଗର ନଗର ମଧ୍ୟରେ ଓ ରାଜ୍ୟ ରାଜ୍ୟ ମଧ୍ୟରେ ଲଢ଼ିବେ।


ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ, ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ଯେପରି ନିଆଁରେ ମହମ ତରଳି ଯାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।


ସେମାନେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହୋଇ ଯାଆନ୍ତୁ। ରାସ୍ତାର ଘାସ ତୁଲ୍ୟ ସେମାନେ ପଦଦଳିତ ହୁଅନ୍ତୁ।


ଶାଉଲ ସୈନ୍ୟମାନଙ୍କୁ ଏକତ୍ରିତ କରି ସେମାନଙ୍କୁ ଯୁଦ୍ଧଭୂମିକୁ ପଠାଇଲେ। ପଲେଷ୍ଟୀୟ ସୈନ୍ୟମାନେ ଏମିତି ଦ୍ୱନ୍ଦରେ ପଡ଼ିଗଲେ ଯେ, ଏପରିକି ସେମାନେ ନିଜ ନିଜ ‌‌ଖ‌ଡ଼୍‌ଗ ଆପଣା ସାଥୀ ସୈନ୍ୟ ବିରୁଦ୍ଧରେ ଉଠାଉଥିଲେ।


ଯେତେବେଳେ ଗିଦିୟୋନର 300 ସୈନିକମାନେ ସେମାନଙ୍କର ତୂରୀଗୁଡ଼ିକ ବଜାଇଲେ। ସଦାପ୍ରଭୁ ମିଦିୟନୀୟମାନଙ୍କୁ ସେମାନଙ୍କ ନିଜ ନିଜ ମଧ୍ୟରେ ‌‌ଖ‌ଡ଼୍‌ଗ ଦ୍ୱାରା ଯୁଦ୍ଧ କରାଇଲେ। ସେଥିରେ ସୈନ୍ୟଦଳ ସରୋଦାଆଡ଼େ, ବୈଥ୍‌ଶିଟା ପର୍ଯ୍ୟନ୍ତ ଟବ୍ବତ ନିକଟସ୍ଥ ଆବେଲ୍ ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।


ସମସ୍ତ ପଲେଷ୍ଟୀୟ ସୈନ୍ୟମାନେ ଯେଉଁମାନେ ସେହି କ୍ଷେତ୍ରରେ ଥିଲେ, ଯେଉଁମାନେ ଛାଉଁଣିରେ ଥିଲେ, ଯେଉଁମାନେ ଦୁର୍ଗରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରୁ ସାହସୀ ସୈନ୍ୟମାନେ ମଧ୍ୟ ଭୟ କଲେ। ଯେପରି ସେଠାରେ ଭୂମିକମ୍ପ ହେଲା ଏହି ବିଭୀଷିକା ପରମେଶ୍ୱର ପଠାଇଥିଲେ।


ଶାଉଲ ତାଙ୍କ ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କୁ ଗଣନା କର। ମୁଁ ଜାଣିବାକୁ ଗ୍ଭହେଁ କିଏ ଛାଉଣି ତ୍ୟାଗ କରିଛନ୍ତି।” ଯେତେବେଳେ ସେମାନେ ଗଣନା କରନ୍ତେ ଯୋନାଥନ୍ ଏବଂ ତାଙ୍କ ସାହାଯ୍ୟକାରୀ ଛାଉଣି ତ୍ୟାଗ କରିଛନ୍ତି।


Swiv nou:

Piblisite


Piblisite