Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:17 - ପବିତ୍ର ବାଇବଲ

17 ଶାଉଲ ତାଙ୍କ ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କୁ ଗଣନା କର। ମୁଁ ଜାଣିବାକୁ ଗ୍ଭହେଁ କିଏ ଛାଉଣି ତ୍ୟାଗ କରିଛନ୍ତି।” ଯେତେବେଳେ ସେମାନେ ଗଣନା କରନ୍ତେ ଯୋନାଥନ୍ ଏବଂ ତାଙ୍କ ସାହାଯ୍ୟକାରୀ ଛାଉଣି ତ୍ୟାଗ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଛି? ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

17 ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଛି ? ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, “ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଅଛି?” ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।

Gade chapit la Kopi




1 ଶାମୁୟେଲ 14:17
3 Referans Kwoze  

ତେଣୁ ସେ ତାଙ୍କର ଅସ୍ତ୍ରବାହକ ଯୁବକକୁ ଡାକି କହିଲା, “ସଙ୍ଗେ ସଙ୍ଗେ ତୁମ୍ଭର ‌‌ଖ‌ଡ଼୍‌ଗ ବାହାର କରି ମୋତେ ହତ୍ୟା କର। ଯେଉଁଥିପାଇଁ କେହି କହିବେ ନାହିଁ, ‘ଜଣେ ସ୍ତ୍ରୀ ଅବୀମେଲକକୁ ହତ୍ୟା କଲା।’” ତେଣୁ ତା'ର ଗ୍ଭକର ତାଙ୍କୁ ଭୁଷି ଦିଅନ୍ତେ, ମଲା।


ସେତେବେଳେ ବିନ୍ୟାମୀନ ପ୍ରଦେଶର ଗିବିୟାରେ ଶାଉଲଙ୍କ ସୈନ୍ୟମାନେ ଦେଖିଲେ ପଲେଷ୍ଟୀୟ ସୈନ୍ୟମାନେ ଏଣେତେଣେ ଦୌଡ଼ୁଛନ୍ତି।


ତହୁଁ ଶାଉଲ ଅହୀୟକୁ କହିଲେ, “ଏଫୋଦକୁ ଏଠାକୁ ଆଣ।” କାରଣ ସେହି ସମୟରେ ଅହୀୟ ଏଫୋଦ ପିନ୍ଧି ଥିଲେ।


Swiv nou:

Piblisite


Piblisite