Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:2 - ପବିତ୍ର ବାଇବଲ

2 ସେ ସମୟରେ ଶାଉଲ ଗିବିୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବଗଛ ମୂଳରେ ଥିଲେ। ପ୍ରାୟ 600 ଲୋକ ତାଙ୍କ ପାଖରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ଵ ବୃକ୍ଷ ମୂଳରେ ଥିଲେ; ପୁଣି ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେନ୍ତ

Gade chapit la Kopi

ଓଡିଆ ବାଇବେଲ

2 ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;

Gade chapit la Kopi




1 ଶାମୁୟେଲ 14:2
4 Referans Kwoze  

ଏକଦିନ ଶାଉଲଙ୍କ ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲେ, “ଗ୍ଭଲ ଆମ୍ଭେ ଉପତ୍ୟକାର ବିପରୀତ ଦିଗରୁ ପଲେଷ୍ଟୀୟଙ୍କ ଶିବିର ଆଡ଼କୁ ଯିବା।” କିନ୍ତୁ ଯୋନାଥନ ଏ କଥା ତାଙ୍କ ବାପା ଶାଉଲଙ୍କୁ କହିଲେ ନାହିଁ।


ଶାଉଲ ଜାଣିବାକୁ ପାଇଲେ ଯେ, ତାଙ୍କର ଲୋକମାନେ ଦାଉଦ ଓ ତାଙ୍କର ସାଥୀ ଲୋକମାନଙ୍କ ବିଷୟରେ ଜାଣିବାକୁ ପାଇଲେ ଯେ ସେମାନେ କେଉଁଠାରେ ଅଛନ୍ତି। ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବିୟାସ୍ଥିତ ରାମାର ଏକ ଗଛ ମୂଳରେ ବସି ରହିଲେ। ଏବଂ ତାଙ୍କର ଦାସମାନେ ତାଙ୍କୁ ଘେରି ରହିଥିଲେ।


Swiv nou:

Piblisite


Piblisite