1 ଶାମୁୟେଲ 14:25 - ପବିତ୍ର ବାଇବଲ25-26 ଯୁଦ୍ଧ ହେତୁ ଲୋକମାନେ ବଣକୁ ଆସିଲେ। ସେମାନେ ମୃତ୍ତିକା ଉପରେ ମହୁଫେଣା ଥିବାର ଦେଖିଲେ। ସେମାନେ ମହୁଫେଣା ପାଖକୁ ଗଲେ କିନ୍ତୁ ଖାଇଲେ ନାହିଁ। ସେମାନେ ସେମାନଙ୍କର ପ୍ରତିଜ୍ଞା ଭାଙ୍ଗିଯିବାରେ ଭୟଥିଲା Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି ଦେଶଯାକ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା। Gade chapit laଓଡିଆ ବାଇବେଲ25 ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା। Gade chapit la |
ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁଗ୍ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।
କିନ୍ତୁ ଶାଉଲ ସେଦିନ ପୁଣି ଏକ ଭୁଲ୍ କଲେ। ଯେତେବେଳେ ସୈନ୍ୟମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ହେଲେ, ଶାଉଲ ସେମାନଙ୍କୁ, “ଯଦି କୌଣସି ଲୋକ ସନ୍ଧ୍ୟା ପୂର୍ବରୁ କିମ୍ବା ଶତ୍ରୁ ବିନାଶ କରିବା ପୂର୍ବରୁ ଖାଦ୍ୟ ଗ୍ରହଣ କରେ, ତେବେ ସେ ଦଣ୍ତିତ ହେବ।” ସେ ସେମାନଙ୍କୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ୟ କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।