1 ଶାମୁୟେଲ 14:36 - ପବିତ୍ର ବାଇବଲ36 ଶାଉଲ କହିଲେ, “ଗ୍ଭଲ! ଆଜି ରାତ୍ରିରେ ପଲେଷ୍ଟୀୟମାନଙ୍କ ପଛରେ ଯିବା। ଆମ୍ଭେ ତାଙ୍କର ସର୍ବସ୍ୱ ଲୁଣ୍ଠନ କରିବା, ସେମାନଙ୍କୁ ହତ୍ୟା କରିବା।” ସୈନ୍ୟମାନେ କହିଲେ, “ଆପଣ ଯାହା ଉଚିଚ ଭାବୁଛନ୍ତି ତାହା ହିଁ କରନ୍ତୁ।” କିନ୍ତୁ ପୂଜକ କହିଲେ, “ଆପଣ ଏଥିପାଇଁ ପରମେଶ୍ୱରଙ୍କ ଅନୁମତି ଲୋଡ଼ନ୍ତୁ।” Gade chapit laପବିତ୍ର ବାଇବଲ (Re-edited) - (BSI)36 ଏଉତ୍ତାରେ ଶାଉଲ କହିଲେ, ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକୀ ନ ରଖୁ। ତହିଁରେ ସେମାନେ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା ସବୁ କର। ତେବେ ଯାଜକ କହିଲା, ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ଵରଙ୍କ ନିକଟରେ ଉପସ୍ଥିତ ହେଉ। Gade chapit laଓଡିଆ ବାଇବେଲ36 ଏଉତ୍ତାରେ ଶାଉଲ କହିଲେ, ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ। ତହିଁରେ ସେମାନେ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା ସବୁ କର। ତେବେ ଯାଜକ କହିଲା, ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏଉତ୍ତାରେ ଶାଉଲ କହିଲେ, “ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ।” ତହିଁରେ ସେମାନେ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ,” ତାହାସବୁ କର। ତେବେ ଯାଜକ କହିଲା, “ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ।” Gade chapit la |
ତା’ ପରଦିନ ପ୍ରଭାତରେ ଶାଉଲ ତାଙ୍କ ସୈନ୍ୟମାନଙ୍କୁ ତିନିଭାଗ କରି ସୂର୍ଯ୍ୟୋଦୟ ସମୟରେ ଅମ୍ମୋନୀୟ ଶିବିରରେ ଅତର୍କିତଆକ୍ରମଣ କଲେ। ସେମାନେ ସେମାନଙ୍କର ପ୍ରହରୀସବୁ ପରିବର୍ତ୍ତନ କରୁଥିଲେ ତେଣୁ ପୂର୍ବାହ୍ନ ପୂର୍ବରୁ ଶାଉଲ ଏବଂ ତାଙ୍କ ସୈନ୍ୟ ତାଙ୍କୁ ପରାସ୍ତ କଲେ ଅମ୍ମୋନୀୟମାନେ ବିଭିନ୍ନ ଆଡ଼େ ଦୌଡ଼ି ପଳାଇଲେ। ସୈନ୍ୟମାନେ ଏପରି ପଳାୟନ କଲେ ଯେ, ଦୁଇଟି ସୈନ୍ୟ ଏକତ୍ରିତ ହୋଇ ପାରିଲେ ନାହିଁ।