1 ଶାମୁୟେଲ 14:39 - ପବିତ୍ର ବାଇବଲ39 ମୁଁ ସଦାପ୍ରଭୁଙ୍କ ପାଖରେ ପ୍ରତିଜ୍ଞା କରୁଛି ଯିଏ ପାପ କରିଛି, ଏପରିକି ମୋ’ ପୁଅ ହୋଇଥିଲେ ବି ମୃତ୍ୟୁଦଣ୍ଡରେ ଦଣ୍ତିତ ହେବ।” ସମସ୍ତେ ନୀରବଦ୍ରଷ୍ଟା ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତା; ମରିବ। ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ। Gade chapit laଓଡିଆ ବାଇବେଲ39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ। ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ। Gade chapit la |
କିନ୍ତୁ ଶାଉଲ ସେଦିନ ପୁଣି ଏକ ଭୁଲ୍ କଲେ। ଯେତେବେଳେ ସୈନ୍ୟମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ହେଲେ, ଶାଉଲ ସେମାନଙ୍କୁ, “ଯଦି କୌଣସି ଲୋକ ସନ୍ଧ୍ୟା ପୂର୍ବରୁ କିମ୍ବା ଶତ୍ରୁ ବିନାଶ କରିବା ପୂର୍ବରୁ ଖାଦ୍ୟ ଗ୍ରହଣ କରେ, ତେବେ ସେ ଦଣ୍ତିତ ହେବ।” ସେ ସେମାନଙ୍କୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ୟ କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।