Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:4 - ପବିତ୍ର ବାଇବଲ

4 ଯୋନାଥନ ସିଧା ରାସ୍ତାଦେଇ ପଲେଷ୍ଟୀୟ ଶିବିରକୁ ଯିବାକୁ ଯୋଜନା କଲେ ସେ ରାସ୍ତାର ଉଭୟ ପାର୍ଶ୍ୱରେ ବଡ଼ ବଡ଼ ପଥରସବୁ ଥିଲା। ଘାଟୀର ଏକ ପାର୍ଶ୍ୱରେ ବୋ‌ତ୍‌ସେସ୍ ନାମକ ଏବଂ ଅନ୍ୟ ପାର୍ଶ୍ୱରେ ସେନି ନାମକ ଶିଳାଖଣ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଯୋନାଥନ ଯେଉଁ ଘାଟୀ ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍ସେସ ଓ ଅନ୍ୟର ନାମ ସେନି।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯୋନାଥନ ଯେଉଁ ଘାଟୀ ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍‍ସେସ ଓ ଅନ୍ୟର ନାମ ସେନି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯୋନାଥନ ଯେଉଁ ଘାଟି ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍‍ସେସ ଓ ଅନ୍ୟର ନାମ ସେନି।

Gade chapit la Kopi




1 ଶାମୁୟେଲ 14:4
3 Referans Kwoze  

ଏ ସମୟରେ ପଲେଷ୍ଟୀୟ ସୈନ୍ୟଦଳ ମି‌କ୍‌ମସ୍ ଘାଟୀକୁ ଜଗିବାକୁ ଗଲେ।


ଗୋଟିଏ ପଥର ଉତ୍ତର ଦିଗସ୍ଥ, ଉତ୍ତର ଆଡ଼କୁ ମି‌କ୍‌ମସ୍ ଆଡ଼କୁ ଏବଂ ଅନ୍ୟ ପଥରଟି ଦକ୍ଷିଣସ୍ଥ ଗେବା ଆଡ଼କୁ ମୁହାଁଇଥିଲା।


ଉତ୍କ୍ରୋଶପକ୍ଷୀ ପର୍ବତର ଢାଲୁତଟରେ ବାସ କରେ। ପର୍ବତର ଢାଲୁତଟ ହେଉଛି ତା'ର ଦୁର୍ଗ।


Swiv nou:

Piblisite


Piblisite